ବଦଳିଲା କି Tatkal Ticket ବୁକିଂ କରିବାର ସମୟ? ବଡ଼ ଅପଡେଟ୍ ଦେଲା ଭାରତୀୟ ରେଲଓ୍ବେ ନୂଆଦିଲ୍ଲୀ,୧୨।୪: ଭାରତୀୟ ରେଲଓ୍ବେ ସ୍ପଷ୍ଟ କରିଛି ଯେ ତତ୍କାଳ ଏବଂ ପ୍ରିମିୟମ ତତ୍କାଳ ଟିକେଟ ବୁକିଂ ସମୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ସାମାଜିକ ଗଣମାଧ୍ୟମରେ ଏହି ସମୟ ବଦଳାଇବା ସମ୍ପର୍କିତ କିଛି ମିଥ୍ୟା ଖବର ପ୍ରଚାର ହେଉଥିବାରୁ ଯାତ୍ରୀମାନଙ୍କ ମଧ୍ୟରେ...