ରାଶନ କାର୍ଡ ହାତେଇଛନ୍ତି ୪ ଲକ୍ଷ ଆୟକରଦାତା ଭୁବନେଶ୍ୱର,୧୯ା୧(ସୁନିତ୍ ମିଶ୍ର): ରାଶନକାର୍ଡ ତାଲିକାରେ ବଡ଼ ଧରଣର ଘୋଟାଲା ହୋଇଛି। ଆୟକର ଦାତାମାନେ ମଧ୍ୟ ହିତାଧିକାରୀ ସାଜି ରାଶନକାର୍ଡ ହାତେଇଛନ୍ତି। ଅଯୋଗ୍ୟ ହିତାଧିକାରୀମାନଙ୍କ ତାଲିକା ବଢ଼ିଚାଲିଛି। ଇ-କଓ୍ବୋଇସି କରିବା ଲାଗି ଧାର୍ଯ୍ୟ କରାଯାଇଥିବା ସମୟ ସରି ଆସୁଥିବାବେଳେ ଏପର୍ଯ୍ୟନ୍ତ ଆହୁରି ୪୧…