୪୨,୦୦୦ ନବାଗତଙ୍କୁ ନିଯୁକ୍ତି ଦେବ TCS, ଟ୍ରମ୍ପଙ୍କ ଟାରିଫ୍ ଭୟରେ ଅଟକିଲା ବେତନ ବୃଦ୍ଧି ନୂଆଦିଲ୍ଲୀ,୧୧।୪: ପ୍ରମୁଖ ଆଇଟି କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସେସ୍ (TCS) ଆର୍ଥିକ ବର୍ଷ ୨୦୨୬ରେ ୪୨,୦୦୦ ଫ୍ରେଶର୍(ନବାଗତ) ନିଯୁକ୍ତ କରିବ। ଅନ୍ୟପଟେ ବିଶ୍ୱ ବଜାରରେ ଅନିଶ୍ଚିତତା ମଧ୍ୟରେ କର୍ମଚାରୀଙ୍କ ବେତନ ବୃଦ୍ଧି ବିଷୟରେ କୌଣସି ନିଷ୍ପତ୍ତି ସ୍ଥିର ହୋଇନାହିଁ। ଚତୁର୍ଥ...