Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ… ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି ପ୍ରଦାନ କରିଛନ୍ତି । ଅର୍ଥମନ୍ତ୍ରୀ କହିଛନ୍ତି ଯେ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ଉପରେ…