ଚା’ ବଗିଚା ପାଇଁ ୨୨୦୦ ଏକର ଜାଗା ଚିହ୍ନଟ, ଆଜି ଜିଲାସ୍ତରୀୟ ବୈଠକରେ… କେନ୍ଦୁଝର,୯ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ତରମାକାନ୍ତ ଚା’ ବଗିଚା ପୁନରୁଦ୍ଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଗତକାଲି କୋଲକାତାସ୍ଥିତ ଟି’ ବୋର୍ଡ ଇଣ୍ଡିଆର ୨ ଜଣିଆ ସଦସ୍ୟ ଉକ୍ତ ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା…