‘ଉତ୍ତମ କଳାକାର ହେବା ପାଇଁ ଶିକ୍ଷକ ପ୍ରେରଣାର ଉତ୍ସ ହେବା ଆବଶ୍ୟକ’
ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶୁକ୍ରବାର ଚିତ୍ରକଳା ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ଖୁଣ୍ଟିଆଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ କଳାଶିକ୍ଷକ ଅକ୍ଷୟ କୁମାର ସେଠୀଙ୍କ…
ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ
ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା ଶିକ୍ଷକ ବଂଶୀଧର ଶବରଙ୍କ ଘରୁ ଗୁରୁବାର ରାତିରେ ବଡ଼ଧରଣର ଚୋରି ହୋଇଛି। ସୂଚନା…
ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ
ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ ଆଧାର କାର୍ଡ ସଂଶୋଧନ ନାଁରେ ଏକାଧିକ ଛାତ୍ରୀଙ୍କୁ ଅସଦାଚରଣ କରିବା…
ବାକ୍ସ ଭିତରୁ ତୃତୀୟ ଶ୍ରେଣୀ ଛାତ୍ର ଉଦ୍ଧାର ଘଟଣା: ଦାୟିତ୍ୱରୁ ହଟିଲେ ଶିକ୍ଷୟିତ୍ରୀ
ବଣାଇ,୧୪ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ବ୍ଲକ ଅନ୍ତର୍ଗତ ଜର୍ଡ଼ାର ଏକ ବିଦ୍ୟାଳୟ ଛାତ୍ରାବାସରେ ପହଞ୍ଚି ପ୍ରଶାସନ ଖୋଳତାଡ଼ ଆରମ୍ଭ କରିଛି। ତୃତୀୟ ଶ୍ରେଣୀ ଛାତ୍ର ବାକ୍ସରୁ ଉଦ୍ଧାର ଘଟଣାରେ ଆକ୍ସନ ନେଇଛି ପ୍ରଶାସନ। ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀଙ୍କୁ ଦାୟିତ୍ୱରୁ…
ଗୁରୁ ନାଁରେ କଳଙ୍କ: ଯୌନ ନିର୍ଯାତନା ଦେବାରୁ ଆତ୍ମହତ୍ୟା କରିଥିଲେ ଛାତ୍ରୀ, କୋର୍ଟ ଚାଲାଣ ହେଲେ ଶିକ୍ଷକ
ଗୋଲାମୁଣ୍ଡା,୮ା୯(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ଅଧୀନ ବନ୍ଧଗାଁରେ ଗତ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଥିଲା। ସ୍ଥାନୀୟ ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇ ଶେଷରେ ବିଷ ପିଇ ଆତ୍ମହତ୍ୟା କରିଥିଲେ।…
ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ୭ ଛାତ୍ରୀ, କହିଲେ ସାର୍ ଆମକୁ…
ବଣାଇଁ,୨୯ା୮: ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ୭ ଛାତ୍ରୀ। ତେବେ ଶିକ୍ଷକ ଜଣକ କୁଆଡ଼େ ଏହି ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିଲେ। ଛାତ୍ରୀମାନେ କହିଛନ୍ତି, ସାର ଆମକୁ ସବୁବେଳେ ଅସଦାଚରଣ କରନ୍ତି। ଏନେଇ ଛାତ୍ରୀମାନେ…
ଶିକ୍ଷକଙ୍କ ଅବସରକୁ ବିତିଲାଣି ୧୩ ବର୍ଷ, ହେଲେ ଏଯାଏ ମିଳୁନି ଏରିୟର, ତୁରନ୍ତ ସମାଧାନ ନ ହେଲେ…
କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): ଦୀର୍ଘ ୩୭ ବର୍ଷ ଧରି ଶିକ୍ଷକତା କରି ଛାତ୍ରୀଛାତ୍ରଙ୍କୁ ଅନ୍ଧାରୁ ଆଲୋକିତ କରି ମଣିଷ କରିଥିବା ଶିକ୍ଷକଙ୍କୁ ଏରିୟର ମିଳିବାରେ ଦୀର୍ଘ ୧୩ ବର୍ଷ ବିତିଗଲାଣି ଶିକ୍ଷା ବିଭାଗର ଜିଲା ଶିକ୍ଷାଧିକାରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ କର୍ଣ୍ଣପାତ କରୁ…
ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, ରାଜ୍ୟର ୬୩୮୭ ଶିକ୍ଷକ ପାଇବେ…
ଭୁବନେଶ୍ୱର,୨ା୮: ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି। ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ମିଳିବ।…
ଶିକ୍ଷକଙ୍କୁ ଜଣାନାହିଁ ‘ଇଲେଭେନ୍’ ବନାନ
ରାୟପୁର, ୩୧ା୭: ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସରକାରୀ ସ୍କୁଲର ଶିକ୍ଷକମାନେ ଏକ ଶ୍ରେଣୀଗୃହର କଳାପଟାରେ ଇଲେଭେନ୍ ଏବଂ ନାଇଣ୍ଟିନ ସଂଖ୍ୟାର ଇଂଲିଶ ବନାନକୁ ଠିକ୍ ଭାବେ ଲେଖିପାରୁ ନ ଥିବାର ଦେଖିବାକୁ ମିଳିଛି।…
ଶିକ୍ଷକଙ୍କ ବଦଳି ବାତିଲ ଦାବି ନେଇ ତାତିଲେ ଛାତ୍ରୀଛାତ୍ର-ଅଭିଭାବକ
ଛତ୍ରପୁର,୧୨ା୭(ଦିଲ୍ଲୀପ ସାମଲ): ସ୍କୁଲ ଶିକ୍ଷକଙ୍କ ବଦଳି ବାତିଲ କରିବା ନେଇ ଛତ୍ରପୁର ବ୍ଳକ ଟାକିରିଆ ବ୍ରହ୍ମପୁର ଅଭିଭାବକ ଓ ଛାତ୍ରୀ ଛାତ୍ର ଆନ୍ଦୋଳନ କରିଛନ୍ତି। ଶନିବାର ସକାଳୁ ସ୍କୁଲ ଗେଟ୍ ଆଗରେ ଆନ୍ଦୋଳନ କରିବା ସହ ଗେଟ୍ରେ ତାଲା ପକାଇ ରଖିଛନ୍ତ।…
‘ନିଷ୍ଠାପର ଚେଷ୍ଟା କେବେ ବିଫଳ ହୁଏ ନାହିଁ’
ଆର୍.ଉଦୟଗିରି,୩ା୫(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ କେ. ଏମ. ଭାଲିଆସାହି ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅପୂର୍ବ ସଫଳତା ହାସଲ କରିଛି। ନିଷ୍ଠାପର ଚେଷ୍ଟା କେବେ…
ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସରରେ ଭାବପ୍ରବଣ ହେଲେ ପିଲା
ପାଟଣା,୩୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନା ଖମଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭବାନୀଶଙ୍କର ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ହାଇସ୍କୁଲ ପ୍ରଧାନଶିକ୍ଷକ ସୁରେଶ…
Archives


