ନୂଆ ପଦକ୍ଷେପ: ଗୁରୁଙ୍କ ପ୍ରତିମୂର୍ତ୍ତି ତିଆରି କରି ପାଳିଲେ ଗୁରୁଦିବସ, ସମାଜ ପାଇଁ ପାଲଟିଲେ ଉଦାହରଣ ଛତ୍ରପୁର,୫ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ଗଞ୍ଜାମ ବ୍ଲକର ଏକ ନିପଟ ପଲ୍ଲୀଗ୍ରାମ ତାରିଣୀ ପଲ୍ଲୀର ୟୁଥ୍ଫର୍ ଭିଲେଜ ପକ୍ଷରୁ ପବିତ୍ର ଗରୁଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଯାହାକି ଏହା ସମଗ୍ର ମାନବ ସମାଜ ଲାଗି ଏକ ଉଦାହରଣ ପାଲଟିବା ସହ…