ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ ସମ୍ମାନଜନକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ନବରଙ୍ଗପୁରସ୍ଥିତ ପିଏମ୍ ଶ୍ରୀ…