ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ ଖେଳିଯାଇଥିଲା। ଏହି ଭୟଙ୍କର ପରିସ୍ଥିତି ମଧ୍ୟରେ ନୁୱାକୋଟର ଏକ ସ୍କୁଲରେ ଥିବା ୧୬୪୩…