କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ଅଭିଯୋଗ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଶିକ୍ଷକ ନିଲମ୍ବିତ ବାରିପଦା,୨୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ପ୍ରତିମାଦେଇପୁର ବିଦ୍ୟାଳୟର କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ନେଇ ଭଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି। ଏଭଳି...