ଶିକ୍ଷକ ସମସ୍ୟା ନେଇ ଧାରଣାରେ ବସିଲେ ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ
ଆଳି,୧୩ା୧୧(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ପଦନୀପାଳ ପଞ୍ଚାୟତରେ ଥିବା ଡିପିଏସ୍ ନୋଡାଲ ହାଇସ୍କୁଲରେ ଶିକ୍ଷକ ସମସ୍ୟାକୁ ନେଇ ଅଭିଭାବକମାନେ ବ୍ଲକ ଶିକ୍ଷାଧିକାରୀ ଓ ଜିଲା ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ସମାଧାନ ହେଲାନି। ଯାହାକୁ କେନ୍ଦ୍ର…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଦୀପକ
ବଞ୍ଚୋ,୬ା୧୧(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଗୌରବ ଆଣିଛନ୍ତି ଯୁବ ଶିକ୍ଷାବିତ୍ ଦୀପକ କୁଅଁର। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ସେ ୨୦୨୫-୨୬ ବର୍ଷର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନିମନ୍ତେ ମନୋନୀତ ହୋଇଛନ୍ତି।…
ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଆଗରେ ଧାରଣା, ବୁଝାଶୁଝା ପରେ…
ରିଆମାଳ,୪ା୧୧(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବେଗୁନିଆଁନାଳୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବି ନେଇ ବୁଧବାର ଅଭିଭାବିକା ଓ ଅଭିଭାବକ, ଛାତ୍ରୀଛାତ୍ର ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଥିଲେ।…
ପୂଜା ପୂର୍ବରୁ ଶିକ୍ଷକଙ୍କୁ ମିଳିଲାନି ଦରମା, ବ୍ଲକ୍ ଶିକ୍ଷାଧିକାରୀ କହିଲେ ଆକାଉଣ୍ଟାଣ୍ଟ୍ଙ୍କ…
କଟକ ସଦର,୧୭ା୧୦(ସୁଶାନ୍ତ କୁମାର ଜେନା): ଦଶହରା ପାଇଁ ଶନିବାରଠାରୁ ସମସ୍ତ ଓଡ଼ିଶା ସରକାରଙ୍କ କାର୍ଯ୍ୟାଳୟ ଛୁଟି ହୋଇଯାଇଛି। ଛୁଟି ପୂର୍ବରୁ ରାଜ୍ୟ ଅର୍ଥ ବିଭାଗର ନିର୍ଦ୍ଦେଶ କ୍ରମେ ସମସ୍ତ କର୍ମଚାରୀଙ୍କୁ ସେପ୍ଟେମ୍ବର ମାସର ଦରମା ସହ ପୂଜା ଅଗ୍ରୀମ ପ୍ରଦାନ କରାଯାଇଛି।…
ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…
ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ…
ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ
ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ ଆସିଛି। ଗଗନବାୱାଡା ତାଲୁକାର ଦୁର୍ଗମ ଜଙ୍ଗଲ ଅଞ୍ଚଳରେ ଅବସ୍ଥିତ କଭାଲଟେକ ଧନଗରୱାଡାର ଜିଲା…
ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ
ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ ଧାରଣା ଦିଆଯାଉଛି। ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।…
ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…
ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି ନେଇ ବୁଧବାର ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ ପାତର ଅନ୍ତର ନୀତିକୁ ନେଇ…
‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’
କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ ଶ୍ରଦ୍ଧା ଓ ଭାବଗମ୍ଭୀର ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଶ୍ରଦ୍ଧାଞ୍ଜଳି ସଭାରେ କଲ୍ୟାଣସିଂହପୁର…
ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ
ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…
ଛାତ୍ରଙ୍କ ସ୍କୁଲ ବ୍ୟାଗ୍ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…
ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ ଶ୍ରେଣୀଗୃହରେ ଆତଙ୍କ ଖେଳିଗଲା ଏବଂ ପିଲାମାନେ ଭୟରେ ବାହାରକୁ ଦୌଡ଼ି ପଳାଇଲେ। ଏହି…
‘ଉତ୍ତମ କଳାକାର ହେବା ପାଇଁ ଶିକ୍ଷକ ପ୍ରେରଣାର ଉତ୍ସ ହେବା ଆବଶ୍ୟକ’
ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶୁକ୍ରବାର ଚିତ୍ରକଳା ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ଖୁଣ୍ଟିଆଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ କଳାଶିକ୍ଷକ ଅକ୍ଷୟ କୁମାର ସେଠୀଙ୍କ…

