Tag Archives: teachers

ଏନ୍‌ପିଏସ୍‌ ଶିକ୍ଷକଙ୍କୁ ଅଣଦେଖା, ତେଜୁଛି ଅସନ୍ତୋଷ

ବରଗଡ,୧୫।୯(ପ୍ରେମାନନ୍ଦ ଖମାରୀ): ନୂତନ ପେନ୍‌ସନଭୁକ୍ତ(ଏନ୍‌ପିଏସ୍‌) ଶିକ୍ଷକଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଶନିବାର ଓଡ଼ିଶା ସରକାରୀ ହାଇସ୍କୁଲ ନୂତନ ପେନ୍‌ସନଭୁକ୍ତ ଶିକ୍ଷକ ସଂଘ, ବରଗଡ଼...

ଗୁରୁଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ, ରେଗୁଲାର ଭିତ୍ତିରେ ପାଇବେ…

ଭୁବନେଶ୍ୱର,୫ା୯: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ...

ଶିକ୍ଷକ ପଦବୀ ପୂରଣ ଦାବିରେ ସ୍କୁଲ ସାମ୍ନାରେ ଧାରଣା ଦେଲେ ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ

ତିହିଡ଼ି,୧ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କାଁପଡ଼ା ପଞ୍ଚାୟତସ୍ଥିତ ବାସୁଳି ନୋଡାଲ ହାଇସ୍କୁଲର ଛାତ୍ରୀଛାତ୍ର, ଅଭିଭାବକଙ୍କ ସମେତ ସ୍କୁଲ ପରିଚାଳନା କମିଟିର କର୍ମକର୍ତ୍ତାମାନେ ସୋମବାର ପୂର୍ବାହ୍ନରେ ସ୍କୁଲ ସାମ୍ନାରେ ଧାରଣା ଦେଇଛନ୍ତି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ...

ୟୁଏଏସ୍‌ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର, ଏହା ଲାଗୁ କରାଗଲେ ଶିକ୍ଷକ ସମାଜ…

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଦାରିଙ୍ଗବାଡ଼ି ଶାଖା ପକ୍ଷରୁ  ସରକାରଙ୍କ ୟୁଏଏସ (ୟୁନିଫାଇଡ୍‌ ଅଟୋମେଶନ ସିଷ୍ଟମ) ଲାଗୁ ପ୍ରତ୍ୟାହାର କରାଯିବା ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରକାଶ ଯେ, ଫେଡେରେଶନର...

୧୬ରେ ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୧୦ା୨(ସୁଚିସ୍ମିତା ସାହୁ): ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ ନିଯୁକ୍ତି ଉଚ୍ଛେଦ ଓ ନିଯୁକ୍ତ ପାଇଥିବା ଷ୍ଟିମାଟିକ ଶିକ୍ଷକଙ୍କୁ ତୁରନ୍ତ ନିୟମିତ ଶିକ୍ଷକ କରିବା ଆଦି ତିନି ଦଫା ଦାବି ନେଇ ଆସନ୍ତା ୧୬ ତାରିଖରେ ବିଧାନସଭା ଘେରାଉ କରିବେ ପ୍ରାଥମିକ ଶିକ୍ଷକ।...

୨୨ରେ ଡିଗ୍ରୀଧାରୀ ମାଧ୍ୟମିକ ଶିକ୍ଷକ ଆଶାୟୀଙ୍କ ଧାରଣା

ଭୁବନେଶ୍ୱର,୧୯ା୮(ଅନୁରାଧା ମହାରଣା): ରାଜ୍ୟରେ ୮୦ ହଜାରରୁ ଊଦ୍ଧର୍‌ବ ମେଧାବୀ ଛାତ୍ରୀଛାତ୍ର ଦୁଇବର୍ଷିଆ ବି.ଏଡ୍‌ ପାଠ ପଢି ଘରେ ବେକାର ହୋଇ ବସିଛନ୍ତି। ତୁରନ୍ତ ନିଯୁକ୍ତି ଦାବି କରି ମାଧ୍ୟମିକ ଆଶାୟୀ ଶିକ୍ଷକ ସଂଘ ଆସନ୍ତା ୨୨ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri