ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର ଅନେକ ପଞ୍ଚାୟତ ଦୁର୍ଗମ ଅଞ୍ଚଳରେ ରହିଥିବା ବେଳେ କିଛି ଗ୍ରାମ ଗୁଡିକ ଜଙ୍ଗଲ...