ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…
କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। ପ୍ରଧାନଶିକ୍ଷକ ମନୋଜ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମହାନ ଦାର୍ଶନିକ…
‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’
ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତିକୃତିରେ ମାଲ୍ୟାର୍ପଣ କରାଯାଇ ଆଜିର ଦିବସର ତାତ୍ପର୍ଯ୍ୟ…
ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ
କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ ନିଜେ ଯୁଦ୍ଧ କରି ନ ଥିଲେ। କେବେ ବି ଭଗବାନ୍ କୃଷ୍ଣ ନିଜକୁ…
Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ
ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି ହେଉଛି। ୧୯୫୫ରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ବାଲ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ…
ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ
ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍ଏସ୍ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ କର୍ମଚାରୀ। ଏହିପରି ସମସ୍ୟା ଦେଖିବାକୁ ମିଳିଛି ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସୀମାକୁ ଲାଗି…
ଅବସର ଦିନ ହିଁ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ସମସ୍ତ ପ୍ରାପ୍ୟ, ବିଇଓଙ୍କ ପକ୍ଷକ୍ଷେପକୁ ପ୍ରଶଂସା
ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ଅବସର ଦିନ ହିଁ ଶିକ୍ଷକ ହେଉ କି କର୍ମଚାରୀ ସମସ୍ତଙ୍କୁ ବକେୟା ଅର୍ଥ ସହ ପେନ୍ସନ୍ ପ୍ରଦାନ ବ୍ୟବସ୍ଥା କରିଛନ୍ତି। ଗୁରୁବାର ଜିଲୁଣ୍ଡି ଉଚ୍ଚ ବିଦ୍ୟାଳୟର…
‘ରାଷ୍ଟ୍ର ନିର୍ମାଣରେ ଶିକ୍ଷାର୍ଥୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ଦାରିଙ୍ଗବାଡ଼ି,୧୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡ଼ା ପଞ୍ଚାୟତ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଚତୁର୍ଥତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନ ମୋହନ ବେହେରାଙ୍କ ଆବାହନ କ୍ରମେ ଅନୁଷ୍ଠିତ…
ଏନ୍ପିଏସ୍ ଶିକ୍ଷକଙ୍କୁ ଅଣଦେଖା, ତେଜୁଛି ଅସନ୍ତୋଷ
ବରଗଡ,୧୫।୯(ପ୍ରେମାନନ୍ଦ ଖମାରୀ): ନୂତନ ପେନ୍ସନଭୁକ୍ତ(ଏନ୍ପିଏସ୍) ଶିକ୍ଷକଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଶନିବାର ଓଡ଼ିଶା ସରକାରୀ ହାଇସ୍କୁଲ ନୂତନ ପେନ୍ସନଭୁକ୍ତ ଶିକ୍ଷକ ସଂଘ, ବରଗଡ଼ ଜିଲା…
ଗୁରୁଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ, ରେଗୁଲାର ଭିତ୍ତିରେ ପାଇବେ…
ଭୁବନେଶ୍ୱର,୫ା୯: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର…
ଶିକ୍ଷକ ପଦବୀ ପୂରଣ ଦାବିରେ ସ୍କୁଲ ସାମ୍ନାରେ ଧାରଣା ଦେଲେ ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ
ତିହିଡ଼ି,୧ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କାଁପଡ଼ା ପଞ୍ଚାୟତସ୍ଥିତ ବାସୁଳି ନୋଡାଲ ହାଇସ୍କୁଲର ଛାତ୍ରୀଛାତ୍ର, ଅଭିଭାବକଙ୍କ ସମେତ ସ୍କୁଲ ପରିଚାଳନା କମିଟିର କର୍ମକର୍ତ୍ତାମାନେ ସୋମବାର ପୂର୍ବାହ୍ନରେ ସ୍କୁଲ ସାମ୍ନାରେ ଧାରଣା ଦେଇଛନ୍ତି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ ପୂରଣ…
ୟୁଏଏସ୍ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର, ଏହା ଲାଗୁ କରାଗଲେ ଶିକ୍ଷକ ସମାଜ…
ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଦାରିଙ୍ଗବାଡ଼ି ଶାଖା ପକ୍ଷରୁ ସରକାରଙ୍କ ୟୁଏଏସ (ୟୁନିଫାଇଡ୍ ଅଟୋମେଶନ ସିଷ୍ଟମ) ଲାଗୁ ପ୍ରତ୍ୟାହାର କରାଯିବା ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରକାଶ ଯେ, ଫେଡେରେଶନର ବ୍ଲକ…
୧୬ରେ ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ
ଭୁବନେଶ୍ୱର,୧୦ା୨(ସୁଚିସ୍ମିତା ସାହୁ): ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ ନିଯୁକ୍ତି ଉଚ୍ଛେଦ ଓ ନିଯୁକ୍ତ ପାଇଥିବା ଷ୍ଟିମାଟିକ ଶିକ୍ଷକଙ୍କୁ ତୁରନ୍ତ ନିୟମିତ ଶିକ୍ଷକ କରିବା ଆଦି ତିନି ଦଫା ଦାବି ନେଇ ଆସନ୍ତା ୧୬ ତାରିଖରେ ବିଧାନସଭା ଘେରାଉ କରିବେ ପ୍ରାଥମିକ ଶିକ୍ଷକ। ପ୍ରାଥମିକ…

