ମାଗଣାରେ ଶିକ୍ଷାଦାନ କରିବେ ଏହି ଶିକ୍ଷକ, କହିଲେ ଅବସର ପରେ…
ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ପାଣି ଛତରଠାରେ ଜିଲାର ଅବସରପ୍ରାପ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଏକ ସଂକଳ୍ପ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଶିକ୍ଷକ ସଂଘର ସଂଯୋଜକ କପିଲ ବାଗ୍ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର...


