କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍ କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ, ଯାହା ଦେଶବ୍ୟାପୀ ୧୭ଟି ସହରରେ ଆୟୋଜିତ ହେବ। ଏହି ସମୟ ମଧ୍ୟରେ ମୋଟ…