ପ୍ଲେଇଂ-୧୧ରୁ ସିରାଜ୍ ବିଦା: ଟିମ ମ୍ୟାନେଜମେଣ୍ଟ ଉପରେ ପ୍ରଶ୍ନ ଉଠାଇଲେ ଗାଭାସ୍କର
ଓ୍ବେଲିଂଟନ୍,୧୯।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସୀମିତ ଓଭର ସିରିଜ ଶେଷ ହେବା ପରେ ଏବେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହୋଇଛି। ୱେଲିଂଟନର ବେସିନ ରିଜର୍ଭ ଷ୍ଟାଡିୟମରେ ପ୍ରଥମ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଦଳର…

