ପୁଣି ଚାମ୍ପିୟନ ହେବ ଟିମ୍ ଇଣ୍ଡିଆ! ୪୩ ବର୍ଷରେ ୩ୟ ଥର ପାଇଁ ଅଦ୍ଭୁତ ସଂଯୋଗ, ବଢ଼ିଲା… ନୂଆଦିଲ୍ଲୀ,୧୩।୨: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏବେ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିବ ବୋଲି ଏକ ଶୁଭ ସଂଯୋଗ ସୃଷ୍ଟି ହୋଇଛି।…