Team India

ନୂଆ କିଟ୍‌ ପିନ୍ଧି ଇଂଲଣ୍ଡ ଗସ୍ତରେ ବାହାରିଲା ଟିମ୍‌ଇଣ୍ଡିଆ

ମୁମ୍ବାଇ,୬।୬: ଭାରତୀୟ କ୍ରିକେଟ ଦଳ ଆଜି ସକାଳେ ଇଂଲଣ୍ଡ ଗସ୍ତ ପାଇଁ ଇଂଲଣ୍ଡ ଯାତ୍ରା ଆରମ୍ଭ କରିଛି। ମୁମ୍ବାଇରୁ ଯାଇଥିବା ଟିମ୍‌ ଇଣ୍ଡିଆ ନୂଆ କିଟ୍‌ରେ ନଜର…

1 year ago

ମହମ୍ମଦ ସିରାଜ କହିଲେ ‘ଗୁଡ୍‌ ବାଏ’; ଟିମ୍‌ ଇଣ୍ଡିଆରୁ ଶେଷ ହେଲା ଏହି କିମ୍ବଦନ୍ତୀଙ୍କ ଯାତ୍ରା

ନୂଆଦିଲ୍ଲୀ,୩୧।୫: ନିକଟରେ ଭାରତୀୟ କ୍ରିକେଟରେ ରବିଚନ୍ଦ୍ରନ ଅଶ୍ୱିନ, ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଭଳି କିମ୍ବଦନ୍ତୀ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ଏବେ ଟିମ ଇଣ୍ଡିଆ…

1 year ago

ଟିମ୍‌ ଇଣ୍ଡିଆର ପୂର୍ବତନ କୋଚ୍‌ ଧରିଲେ ଶ୍ରୀଲଙ୍କା ହାତ, ହୋଇଗଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୫: ସାତ ବର୍ଷ ଧରି ଟିମ୍‌ ଇଣ୍ଡିଆର ଖେଳାଳିମାନଙ୍କୁ ପ୍ରଶିକ୍ଷଣ ଦେଇଥିବା ପୂର୍ବତନ ଭାରତୀୟ ପ୍ରଶିକ୍ଷକ ଏବେ ଶ୍ରୀଲଙ୍କାରେ ଯୋଗ ଦେଇଛନ୍ତି। ସେ ଏବେ ଶ୍ରୀଲଙ୍କା କ୍ରିକେଟରମାନଙ୍କୁ…

1 year ago

ସନ୍ନ୍ୟାସ ନେବେ ବୁମରା! ଏମିତି ଦେଲେ ହିଣ୍ଟ

ନୂଆଦିଲ୍ଲୀ,୩୦।୫: ଭାରତୀୟ କ୍ରିକେଟ ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ଇଂଲଣ୍ଡ ବିପକ୍ଷରେ ଆଗାମୀ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଏକ ଆବେଗପୂର୍ଣ୍ଣ…

1 year ago

ରୋହିତ ଓ କୋହଲିଙ୍କ ପରେ ଅବସର ନେବେ ଏହି ଭାରତୀୟ ଖେଳାଳି! ଦେଲେ ବଡ଼ ସଙ୍କେତ…

ନୂଆଦିଲ୍ଲୀ,୩୦।୫: ଭାରତୀୟ କ୍ରିକେଟ ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ଇଂଲଣ୍ଡ ବିପକ୍ଷରେ ଆଗାମୀ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଏକ ଆବେଗପୂର୍ଣ୍ଣ…

1 year ago

ବଡ଼ ଖବର: ରୋହିତ ଓ କୋହଲିଙ୍କ ପରେ କ୍ରିକେଟରୁ ଅବସର ନେବେ ୫ ଭାରତୀୟ ଖେଳାଳି!

ନୂଆଦିଲ୍ଲୀ,୨୮।୫: ଭାରତୀୟ କ୍ରିକେଟ ବର୍ତ୍ତମାନ ଏକ ପାଳବଦଳର ସମୟ ମଧ୍ୟ ଦେଇ ଗତି କରୁଛି। ଦୀର୍ଘ ବର୍ଷ ଧରି ଭାରତୀୟ ଦଳକୁ ନେତୃତ୍ୱ ଦେଇଥିବା ଦୁଇ ଦିଗ୍ଗଜ…

1 year ago

ରୋହିତ-କୋହଲିଙ୍କ ପରେ ହଠାତ୍‌ ଅବସର ଘୋଷଣା କଲେ ଆଉ ଜଣେ ଭାରତୀୟ କ୍ରିକେଟର୍‌: ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୫: ଭାରତୀୟ କ୍ରିକେଟ ଦଳ ଆଇପିଏଲ ୨୦୨୫ ପରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଇଂଲଣ୍ଡ ଯାତ୍ରା କରିବ। ଏଥିପାଇଁ ବିସିସିଆଇ ଦଳ ଘୋଷଣା…

1 year ago

କୋହଲିଙ୍କ ଅବସର ପରେ ଏହି ଖେଳାଳିଙ୍କ ଚମକିବ ଭାଗ୍ୟ: ଏବେ ଟିମ୍‌ ଇଣ୍ଡିଆରେ ସ୍ଥାନ ପକ୍କା

ନୂଆଦିଲ୍ଲୀ,୧୨।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେଇଛନ୍ତି। ସୋମବାର ବିରାଟ ଟେଷ୍ଟରୁ ଅବସର ଘୋଷଣା…

1 year ago

IPL 2025 ମଧ୍ୟରେ ବିସିସିଆଇର ବଡ଼ ଆକ୍ସନ: ଏହି ଫ୍ରାଞ୍ଚାଇଜର ମାଲିକଙ୍କୁ କରାଗଲା ବ୍ୟାନ୍‌

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ (IPL 2025)ର ୧୮ତମ ସଂସ୍କରଣ ବର୍ତ୍ତମାନ ଭାରତରେ ଖେଳାଯାଉଛି। ଏହା ବିଶ୍ୱର ସବୁଠାରୁ ବଡ଼ T20 କ୍ରିକେଟ ଲିଗ। ଏହା ଭାରତର…

2 years ago

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ ଆଜିକାଲି…

2 years ago

IPL 2025 ମଧ୍ୟରେ ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟ ଘୋଷଣା କଲା ବିସିସିଆଇ: ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ମହିଳା ଦଳର ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟ ଘୋଷଣା କରିଛି। ବୋର୍ଡ ୧୬ ଜଣ ଖେଳାଳିଙ୍କୁ ୩ଟି ବର୍ଗରେ ବିଭକ୍ତ…

2 years ago

ମୁଁ ବହୁତ ଭାଗ୍ୟବାନ: କାହିଁକି ଏମିତି କହିଲେ ବିରାଟ କୋହଲି

ଦୁବାଇ,୧୦।୩: ଭାରତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଟାଇଟଲ ଜିତିଛି। ଫାଇନାଲରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିଲା। ଭାରତର ଏହି ବିଜୟ ବିରାଟ କୋହଲି ଏବଂ ଅଧିନାୟକ…

2 years ago