Tag Archives: Team India

ରବିବାର ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଦୁବାଇ,୮।୩: ଟିମ ଇଣ୍ଡିଆ ରବିବାର ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ ଖେଳିବ। ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ପ୍ରଶଂସକମାନେ ଘରେ ବସି ଏହି ମ୍ୟାଚ ଦେଖିପାରିବେ। ସେମାନେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ…

ଫାଇନାଲର ୪୮ ଘଣ୍ଟା ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୭।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫାଇନାଲ ପୂର୍ବରୁ ଭାରତୀୟ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ସେମିଫାଇନାଲ ମୁକାବିଲାରେୀ ଆହତ ହେବା ପରଠାରୁ ନ୍ୟୁଜିଲ୍ୟାଣ୍ଡର ଦ୍ରୁତ ବୋଲର ମ୍ୟାଟ ହେନରୀ ଖେଳି ନ ପାରନ୍ତି ବୋଲି କୁହାଯାଉଥିଲା। ହେଲେ ଏବେ ତାଙ୍କୁ ନେଇ…

ସତ ହେଲା କୋହଲିଙ୍କ କଥା: ବିଜୟର କିଛି ସେକେଣ୍ଡ ପୂର୍ବରୁ ରୋହିତଙ୍କୁ କହିଥିଲେ ଏମିତି କଥା

ଦୁବାଇ,୫।୩:ଟିମ ଇଣ୍ଡିଆ ୨୦୨୫ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଏହା ଅଷ୍ଟ୍ରେଲିଆକୁ ୪ ଉଇକେଟରେ ପରାସ୍ତ କରିଥିଲା। ଭାରତର ବିଜୟ ପରେ ଏକ ଭିଡିଓ ସାମ୍ନାକୁ ଆସିଛି। ଏହା ଟିମ ଇଣ୍ଡିଆର ଡ୍ରେସିଂ ରୁମ୍‌ ଆସିଛି। ଏଥିରେ ବିରାଟ…

ହାର୍ଦ୍ଦିକଙ୍କ ବିସ୍ଫୋରକ ଛକା ଦେଖି ଖୁସିରେ ଡେଇଁଲେ ଗର୍ଲଫ୍ରେଣ୍ଡ

ଦୁବାଇ,୫।୩: ହାର୍ଦ୍ଦିକ ପାଣ୍ଡ୍ୟା ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨୮ ରନ୍‌ରେ ଏକ ଧମାକାଦାର ଇନିଂସ ଖେଳିଥିଲେ। ସେ ଆଉଟ ହେବାବେଳେ ଭାରତ ବିଜୟର ଦ୍ୱାରଦେଶରେ ଥିଲା। ତାଙ୍କ ଇନିଂସରେ ସେ ୧୦୬ ମିଟର ଲମ୍ବା ଏକ ଛକା…

ବିଶ୍ୱର ପ୍ରଥମ ଅଧିନାୟକ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା: ଧୋନୀଙ୍କୁ ପଛରେ ପକାଇଲେ

ଦୁବାଇ,୫।୩:ଭାରତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ଏକ ଦୃଢ଼ ପ୍ରଦର୍ଶନ ସହିତ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ଦୁବାଇରେ ଖେଳାଯାଇଥିବା ମ୍ୟାଚ୍‌କୁ ଟିମ ଇଣ୍ଡିଆ ୪ ଉଇକେଟ୍‌ରେ ଜିତିଥିଲା। ଏହା ସହିତ ଭାରତ ଫାଇନାଲରେ ପହଞ୍ଚିଥିଲା। ଦଳର ବିଜୟ ସହିତ, ଅଧିନାୟକ ରୋହିତ…

ଟିମ ଇଣ୍ଡିଆର ଏହି ସଦସ୍ୟଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଚାମ୍ପିଅନ୍ସ ଟ୍ରଫି ଅଧାରୁ ଛାଡି ପଳାଇଲେ

ଦୁବାଇ,୩।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଚାଲିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସେମିଫାଇନାଲରେ ନିଜର ସ୍ଥାନ ନିଶ୍ଚିତ କରିଛି। ଭାରତର ସେମିଫାଇନାଲ ମ୍ୟାଚ ମାର୍ଚ୍ଚ ୪ ରେ ହେବ। ଟିମ ଇଣ୍ଡିଆର ଜଣେ ସଦସ୍ୟଙ୍କ ଉପରେ ଦୁଃଖର ପାହାଡ଼ ଖସି…

କୋହଲିଙ୍କୁ ନେଇ ଏମିତି କହିଦେଲେ କେଏଲ ରାହୁଲ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧।୩: ନ୍ୟୁଜିଲାଣ୍ଡ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିର ଶେଷ ଗ୍ରୁପ ମ୍ୟାଚ ପୂର୍ବରୁ କେଏଲ ରାହୁଲ ବିରାଟ କୋହଲିଙ୍କୁ ବହୁତ ପ୍ରଶଂସା କରିଥିଲେ। ସେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ମହମ୍ମଦ ଶାମି ଏବଂ ରୋହିତ ଶର୍ମାଙ୍କ ଫିଟନେସରେ କୌଣସି ସମସ୍ୟା…

ଚହଲ-ଧନଶ୍ରୀଙ୍କ ଛାଡ଼ପତ୍ରକୁ ନେଇ ଚାଞ୍ଚଲ୍ୟକର ଖୁଲାସା: ୧୮ ମାସ ହେବ…

ଭାରତୀୟ କ୍ରିକେଟର୍‌ ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଅଲଗା ହୋଇଯାଇଛନ୍ତି। ଉଭୟଙ୍କୁ ନିକଟରେ ମୁମ୍ବାଇର ଫ୍ୟାମିଲି କୋର୍ଟରେ ଦେଖାଯାଇଥିଲା। ଚହଲ ଏବଂ ଧନଶ୍ରୀଙ୍କ ଛାଡପତ୍ରର ସ୍କ୍ରିପ୍ଟ ବହୁତ ପୂର୍ବରୁ ଲେଖା ସରିଛି। ଏ ସମ୍ପର୍କରେ ଆଶ୍ଚର୍ଯ୍ୟଜନକ ସୂଚନା ସାମ୍ନାକୁ ଆସିଛି।…

ଭାରତୀୟ ଖେଳାଳିଙ୍କ ଜର୍ସିରେ ପାକିସ୍ତାନ ନାଁ: ଜାଣନ୍ତୁ କାହିଁକି

ଦୁବାଇ,୧୮।୨: ଆସନ୍ତାକାଲିଠାରୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆରମ୍ଭ ହେବାକୁ ଯାଉଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଫେବୃଆରୀ ୧୯ରେ କରାଚୀର ନ୍ୟାଶନାଲ ଷ୍ଟାଡିୟମରେ ଖେଳାଯିବ। ଭାରତୀୟ ଦଳ ଫେବୃଆରୀ ୨୦ରେ ବାଂଲାଦେଶ ବିପକ୍ଷରେ ଏକ ମ୍ୟାଚ ସହିତ…

IND vs ENG 3rd ODI: ଟସ୍‌ ଜିତିଲା ଇଂଲଣ୍ଡ; ଭାରତୀୟ ଦଳରେ ୩ ପରିବର୍ତ୍ତନ

ଅହମଦାବାଦ,୧୨।୨: ଅହମଦାବାଦ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇବ। ଏହି ମ୍ୟାଚ ପାଇଁ ଇଂଲଣ୍ଡ ପ୍ଲେଇଙ୍ଗ-୧୧ରେ ଗୋଟିଏ ପରିବର୍ତ୍ତନ କରିଛି। ଭାରତ ଦଳରେ…

ଭାରତକୁ ୩ ଦିନରେ ପରାସ୍ତ କରିଦେବୁ….ପୂର୍ବତନ ଅଧିନାୟକଙ୍କ ଅଜବ ଦାବି

କଲମ୍ବୋ,୧୧।୨: ଗତ ବର୍ଷ ଟିମ ଇଣ୍ଡିଆ ପାଇଁ କିଛି ବିଶେଷ ନ ଥିଲା। ଯଦିଓ ଭାରତୀୟ କ୍ରିକେଟ ଦଳ ୨୦୨୪ରେ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିଲା, ତଥାପି ଟେଷ୍ଟ ଏବଂ ଦିନିକିଆରେ ଏହାର ପରିସଂଖ୍ୟାନ ଲଜ୍ଜାଜନକ ରହିଥିଲା। ଭାରତ ଘରୋଇ ନ୍ୟୁଜିଲାଣ୍ଡଠାରୁ…

ବିଶ୍ୱବିଜେତା ଟିମ୍‌ଇଣ୍ଡିଆର ଖେଳାଳିଙ୍କୁ ବିସିସିଆଇ ଦେଲା ‘ଡାଏମଣ୍ଡ ରିଙ୍ଗ’: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୮।୨: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିଲା। ଟିମ ଇଣ୍ଡିଆର ବିଜୟ ପରେ, ଏକ ବିଜୟ ପରେଡ ମଧ୍ୟ ଆୟୋଜନ କରାଯାଇଥିଲା। ଏହା ପରେ ପୁରସ୍କାର କାର୍ଯ୍ୟକ୍ରମରେ ଖେଳାଳିମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଭାରତୀୟ କ୍ରିକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri