Tag Archives: Team India

IPL 2025 ମଧ୍ୟରେ ବିସିସିଆଇର ବଡ଼ ଆକ୍ସନ: ଏହି ଫ୍ରାଞ୍ଚାଇଜର ମାଲିକଙ୍କୁ କରାଗଲା ବ୍ୟାନ୍‌

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ (IPL 2025)ର ୧୮ତମ ସଂସ୍କରଣ ବର୍ତ୍ତମାନ ଭାରତରେ ଖେଳାଯାଉଛି। ଏହା ବିଶ୍ୱର ସବୁଠାରୁ ବଡ଼ T20 କ୍ରିକେଟ ଲିଗ। ଏହା ଭାରତର ବିଭିନ୍ନ ସହରରେ ମୋଟ ୧୦ଟି ଦଳ ମଧ୍ୟରେ ଆୟୋଜିତ ହେଉଛି। ଏହି ସମୟରେ,…

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ ଆଜିକାଲି ପ୍ରାୟତଃ ଏକାଠି ଦେଖାଯାଉଛି। ଧାୱନ ଏବେ ସୋଫିଙ୍କ ସହିତ ଶ୍ରୀ ବାଗେଶ୍ୱର ବାଲାଜୀ…

IPL 2025 ମଧ୍ୟରେ ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟ ଘୋଷଣା କଲା ବିସିସିଆଇ: ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ମହିଳା ଦଳର ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟ ଘୋଷଣା କରିଛି। ବୋର୍ଡ ୧୬ ଜଣ ଖେଳାଳିଙ୍କୁ ୩ଟି ବର୍ଗରେ ବିଭକ୍ତ କରିଛି। ଗ୍ରେଡ ଏରେ ସ୍ମୃତି ମନ୍ଧାନା ଏବଂ ହରମନପ୍ରୀତ କୌରଙ୍କ ସମେତ ୩…

ମୁଁ ବହୁତ ଭାଗ୍ୟବାନ: କାହିଁକି ଏମିତି କହିଲେ ବିରାଟ କୋହଲି

ଦୁବାଇ,୧୦।୩: ଭାରତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଟାଇଟଲ ଜିତିଛି। ଫାଇନାଲରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିଲା। ଭାରତର ଏହି ବିଜୟ ବିରାଟ କୋହଲି ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଥିଲା। ଟିମ ଇଣ୍ଡିଆର ବିଜୟ ଉପରେ…

ପିଲାଙ୍କ ଭଳି ନାଚିଲେ ୭୫ ବର୍ଷୀୟ ସୁନୀଲ ଗାଭାସ୍କର:ଭିଡିଓ ଦେଖିଲେ ମୁଣ୍ଡରେ ଦେବେ ହାତ

ଦୁବାଇ,୧୦।୩: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ତୃତୀୟ ଥର ଆଇସିସି ଟାଇଟଲ ଜିତିବା ପରେ ଦୁବାଇ ଗ୍ରାଉଣ୍ଡରେ ଅଭିଜ୍ଞ କ୍ରିକେଟର ସୁନୀଲ ଗାଭାସ୍କର ଖୁସିରେ ପିଲାଙ୍କ ପରି ନାଚିଥିଲେ। ଭାରତ ନ୍ୟୁଜିଲାଣ୍ଡ ଦେଇଥିବା ୨୫୨ ରନର ଟାର୍ଗେଟକୁ ୬ ବଲ…

ଭାରତ ଜିତିବା ପରେ ଛୁଟିଲା ଅଭିନନ୍ଦନର ସୁଅ: ଜାଣନ୍ତୁ କିଏ କ’ଣ କହିଲେ

ନୂଆଦିଲ୍ଲୀ,୧୦ା୩: ଭାରତୀୟ ଦଳ ୪ ଉଇକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଆଇସିସି ଚାମ୍ପିୟନ୍ସ ଟ୍ରଫି ହାସଲ କରିଛି। ଏହି ଉପଲବ୍ଧି ପରେ ଭାରତୀୟ ଦଳ ନିକଟକୁ ସୋସିଆଲ ମିଡିଆରେ ଅଭିନନ୍ଦନର ସୁଅ ଛୁଟିଛି। ଅଭିନନ୍ଦନକାରୀଙ୍କ ମଧ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

IPL ୨୦୨୫ର ଦୁଇ ସପ୍ତାହ ପୂର୍ବରୁ ବଦଳିଲା ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌, ସାମିଲ ହେଲେ…

ନୂଆଦିଲ୍ଲୀ,୮।୩: ଆଇପିଏଲ୍‌ ୨୦୨୫ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ। ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ ଏହି ଟୁର୍ନାମେଣ୍ଟରେ ଏହାର ପ୍ରଥମ ମ୍ୟାଚ୍‌ ୨୩ ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଖେଳିବ। କିନ୍ତୁ ଏହାର ପ୍ରାୟ ୨ ସପ୍ତାହ ପୂର୍ବରୁ MI ଦଳରେ…

ବିରାଟ କୋହଲି ଆହତ, ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ିଲା !

ନୂଆଦିଲ୍ଲୀ,୮।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା ରବିବାର ଖେଳାଯିବ। ଉଭୟ ଟିମ୍‌ ଏହାର ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇବା ଭଳି ଖବର ସାମ୍ନାକୁ ଆସିଛି। ଅଭ୍ୟାସ ସମୟରେ ବିରାଟ…

ରବିବାର ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଦୁବାଇ,୮।୩: ଟିମ ଇଣ୍ଡିଆ ରବିବାର ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ ଖେଳିବ। ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ପ୍ରଶଂସକମାନେ ଘରେ ବସି ଏହି ମ୍ୟାଚ ଦେଖିପାରିବେ। ସେମାନେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ…

ଫାଇନାଲର ୪୮ ଘଣ୍ଟା ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୭।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫାଇନାଲ ପୂର୍ବରୁ ଭାରତୀୟ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ସେମିଫାଇନାଲ ମୁକାବିଲାରେୀ ଆହତ ହେବା ପରଠାରୁ ନ୍ୟୁଜିଲ୍ୟାଣ୍ଡର ଦ୍ରୁତ ବୋଲର ମ୍ୟାଟ ହେନରୀ ଖେଳି ନ ପାରନ୍ତି ବୋଲି କୁହାଯାଉଥିଲା। ହେଲେ ଏବେ ତାଙ୍କୁ ନେଇ…

ସତ ହେଲା କୋହଲିଙ୍କ କଥା: ବିଜୟର କିଛି ସେକେଣ୍ଡ ପୂର୍ବରୁ ରୋହିତଙ୍କୁ କହିଥିଲେ ଏମିତି କଥା

ଦୁବାଇ,୫।୩:ଟିମ ଇଣ୍ଡିଆ ୨୦୨୫ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଏହା ଅଷ୍ଟ୍ରେଲିଆକୁ ୪ ଉଇକେଟରେ ପରାସ୍ତ କରିଥିଲା। ଭାରତର ବିଜୟ ପରେ ଏକ ଭିଡିଓ ସାମ୍ନାକୁ ଆସିଛି। ଏହା ଟିମ ଇଣ୍ଡିଆର ଡ୍ରେସିଂ ରୁମ୍‌ ଆସିଛି। ଏଥିରେ ବିରାଟ…

ହାର୍ଦ୍ଦିକଙ୍କ ବିସ୍ଫୋରକ ଛକା ଦେଖି ଖୁସିରେ ଡେଇଁଲେ ଗର୍ଲଫ୍ରେଣ୍ଡ

ଦୁବାଇ,୫।୩: ହାର୍ଦ୍ଦିକ ପାଣ୍ଡ୍ୟା ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨୮ ରନ୍‌ରେ ଏକ ଧମାକାଦାର ଇନିଂସ ଖେଳିଥିଲେ। ସେ ଆଉଟ ହେବାବେଳେ ଭାରତ ବିଜୟର ଦ୍ୱାରଦେଶରେ ଥିଲା। ତାଙ୍କ ଇନିଂସରେ ସେ ୧୦୬ ମିଟର ଲମ୍ବା ଏକ ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?