Techie Couple Online Reception

ଇଣ୍ଡିଗୋ ବିମାନ ବାତିଲ୍; ନିଜ ରିସେପ୍ସନ୍‌ରେ ଅନ୍‌ଲାଇନ୍ ସାମିଲ ହେଲେ ଓଡ଼ିଶାର ଏହି ଦମ୍ପତି

ଭୁବନେଶ୍ୱର,୫।୧୨: ବିମାନ ବାତିଲ୍ ଯୋଗୁଁ କର୍ଣ୍ଣାଟକର ହୁବଳିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଇଣ୍ଡିଗୋ ଏୟାରଲାଇନ୍ସର ବ୍ୟାପକ ବିମାନ ବାତିଲ୍ ହେତୁ ଜଣେ ନବ ବିବାହିତ…

6 hours ago