ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ… ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା ସମ୍ପର୍କିତ କାରଣ ବିଷୟରେ ତର୍ଜମା କରିବା ବେଳେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏ…