ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ନିର୍ଦ୍ଧାରିତ ସମୟସୀମା ନିକଟତର ହେବା ସହିତ, ଇରାନ ଦେଶର ଯୁବପିଢ଼ିଙ୍କୁ…