ଟ୍ରମ୍ପ୍ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ ତେହରାନ୍,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍-୧୫ଇ ଷ୍ଟାଇକ୍ ଇଗଲ୍ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଲାଗି ପ୍ରୟାସ ଚଳାଇଛି। ଏଭଳି ସମୟରେ ଜଣେ ଆମେରିକୀୟ…