Tag Archives: Tehsildar

ହାଟଡିହୀ ତହସିଲରେ ପଲିଥିନ୍‌ ଚୋରି ନାଟକ, ୨ ଦିନ ପରେ ତହସିଲଦାରଙ୍କୁ କର୍ମଚାରୀ ଜଣାଇବା ପରେ…

ହାଟଡିହୀ/ଛେନାପଦୀ,୨୯ା୧୦(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରୁ ୧୫୦ଟି ପଲଥିନ୍‌ ଚୋରି ଘଟଣାର ଦୁଇ ଦିନ ପରେ ଥାନାରେ ଅଭିଯୋଗ ହେବାକୁ ନେଇ ସନ୍ଦେହ ଉପୁଜିଛି। ମିଳିଥିବା ସୂଚନା ଅନୁସାରେ, ଗତ ଅକ୍ଟୋବର ୨୬ ତାରିଖରେ ଚୋରି ହୋଇଥିବାବେଳେ…

ବର୍ଷାରେ କାନ୍ଥ ଭୁଶୁଡ଼ି ଆହତ ମହିଳାଙ୍କୁ ଭେଟିଲେ ତହସିଲଦାର-ବିଡିଓ

ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଲଗାଣ ବର୍ଷା ଯୋଗୁ ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଅସରଳା ପଞ୍ଚାୟତର ଦିଆଁନିପାଟଣା ସାହିର ମଞ୍ଜୁଲତା ବରାଡ଼ (୪୫) ଆହତ ହୋଇଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇ ବୋଲଗଡ଼ ତହସିଲଦାର ଓ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ ଭିଜିଲାନ୍ସ ଟିମ୍‌ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍‌ କାର୍‌ ସହ ତାଙ୍କଠାରୁ ନଗଦ…

ତହସିଲଦାରଙ୍କ ଗୋଡ଼ ଧରିଲେ ସରପଞ୍ଚ, ପଞ୍ଚାୟତରେ ବିକାଶମୂଳକ କାମ ପାଇଁ କଲେ ଅନୁରୋଧ

କେନ୍ଦୁଝର,୧୮।୨: ପଞ୍ଚାୟତରେ ହେଉନି ବିକାଶମୂଳକ କାର୍ଯ୍ୟ, ତହସିଲଦାରଙ୍କ ଗୋଡ଼ ଧରି ନେହୁରା ହେଲେ ସରପଞ୍ଚ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ହାତିଡିହି ତହସିଲରେ। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଭାଇରାଲ ହୋଇଛି। ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?