ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍ମେଣ୍ଟ ରୁଲ୍ସରେ ସଂଶୋଧନ ପାଇଁ...