ଗିରଫ ପରେ ହାଇକୋର୍ଟ ଗଲେ ଅଲ୍ଲୁ ଅର୍ଜୁନ, ଜାଣନ୍ତୁ ମିଳିବ କି ନାହିଁ ଜାମିନ ହାଇଦ୍ରାବାଦ,୧୩।୧୨: ପୁଷ୍ପା-୨ ପ୍ରିମିୟର ସମୟରେ ସନ୍ଧ୍ୟା ଥିଏଟର ନିକଟରେ ହୋଇଥିବା ଦଳାଚକଟାରେ ମହିଳା ମୃତ୍ୟୁ ବରଣ କରିବା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ପୋଲିସ। ବର୍ତ୍ତମାନ ଗିରଫଦାରୀ ପ୍ରତିବାଦରେ ହାଇକୋର୍ଟ ଯାଇଛନ୍ତି ଅଲ୍ଲୁ। ମାମଲାରେ ଜରୁରୀ ଶୁଣାଣି ପାଇଁ...