ହାଇଦ୍ରାବାଦ,୧୩।୧୨: ପୁଷ୍ପା-୨ ପ୍ରିମିୟର ସମୟରେ ସନ୍ଧ୍ୟା ଥିଏଟର ନିକଟରେ ହୋଇଥିବା ଦଳାଚକଟାରେ ମହିଳା ମୃତ୍ୟୁ ବରଣ କରିବା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ପୋଲିସ। ବର୍ତ୍ତମାନ…