ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି ଭୁବନେଶ୍ୱର, ୨୦|୧ (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍ ସମୟରେ ଶୀତ ଲହରି ଜାରି ରହିଥିଲେ ମଧ୍ୟ ଦିନସାରା ବସନ୍ତ ଋତୁର ପବନ ନିଆରା...