ବିନା କ୍ୟାମେରା, ବିନା ଷ୍ଟାରରେ ମନ୍ଦିର ପୂଜାରୀ ତିଆରି କଲେ ବିଶ୍ୱର ପ୍ରଥମ AI ଫିଲ୍ମ ! ବେଙ୍ଗାଲୁରୁ,୨୨।୪: କର୍ନାଟକର ଜଣେ ପୂଜାରୀ AI ଉପକରଣ ସାହାଯ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଆଧାରିତ କନ୍ନଡ ଫିଲ୍ମ ତିଆରି କରିଛନ୍ତି। ବେଙ୍ଗାଲୁରୁର ସିଦ୍ଧେହଲ୍ଲି ଗାଁର ହନୁମନ୍ତରାଇ ମନ୍ଦିରରେ ପୂଜା କରୁଥିବା ନରସିଂହ ମୂର୍ତ୍ତି ଏବେ ଏକ ନୂତନ ପରିଚୟ ସୃଷ୍ଟି...