ପୁରାଣ ପ୍ରସିଦ୍ଧ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଓଡ଼ିଶାର ରାଜଧାନୀ କରିବା ପାଇଁ ୧୯୪୮ ଏପ୍ରିଲ ୧୩ରେ ଶିଳାନ୍ୟାସ କରାଯାଇଥିଲା। ଏହାପରଠାରୁ ଧୀରେ ଧୀରେ ଏହା ଦେଶର ପ୍ରମୁଖ…