ଭକ୍ତଙ୍କୁ ଆଇ ଫୋନ୍ ଫେରାଇବାକୁ ମନାକଲା କନ୍ଦସ୍ବାମୀ ମନ୍ଦିର ପ୍ରଶାସନ ଚେନ୍ନାଇ, ୨୧।୧୨: ତାମିଲନାଡ଼ୁର ଚେନ୍ନାଇ ଉପକଣ୍ଠ ଥିରୁପୋରୁରସ୍ଥିତ ଅରୁଲ୍ମିଗୁ କନ୍ଦସ୍ବାମୀ ମନ୍ଦିରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ବିନାୟଗପୁରମ ନିବାସୀ ଦୀନେଶ ଗତ ମାସରେ ସପରିବାର ଏହି ମନ୍ଦିରକୁ ଦର୍ଶନ କରିବା ପାଇଁ ଆସିଥିଲେ। ଦର୍ଶନ ସାରି ସେ...