ଭୁବନେଶ୍ୱର,୨।୪: ଏପ୍ରିଲ ଆରମ୍ଭରୁ କଲବଲ କରୁଛି ତାତି। ଦିନରେ ମୁଣ୍ଡଫଟା ଖରା ସାଙ୍ଗକୁ ରାତିରେ ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଉଛି। ତେବେ ଚଳିତ ଗ୍ରୀଷ୍ମଋତୁରେ ସାମାନ୍ୟରୁ ଯଥେଷ୍ଟ…