ପିଓକେରେ ବଢ଼ୁଛି ଉତ୍ତେଜନା
ନୂଆଦିଲ୍ଲୀ,୩ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ନେତୃତ୍ୱାଧୀନ ସରକାରଙ୍କ ବାଣିଜ୍ୟ ନୀତିକୁ ବିରୋଧ କରି ପାକ୍ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ଗିଲ୍ଗିଟ୍-ବାଲ୍ଟିସ୍ତାନର ଅନେକ ହଜାର ଉତ୍ତେଜିତ ବାସିନ୍ଦା ରାସ୍ତାକୁ ଓହ୍ଲାଇଛନ୍ତି। ସେମାନେ ଚାଇନା ଓ ପାକିସ୍ତାନକୁ ସଂଯୋଗ କରୁଥିବା ସିପିଇସି...


