ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ ଭୁବନେଶ୍ୱର,୪ା୧୦: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ରିଭ୍ୟୁ ପରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ପୁରୁଣା ଟର୍ମିନାଲ ପାଖରେ…