ପ୍ଲିଜ୍ ଗୁଳି କର ନାହିଁ… ସୈନିକଙ୍କୁ ଆତଙ୍କବାଦୀ ଭାବିଦେଲେ ଲୋକେ: ଭାଇରାଲ ହେଉଛି ହୃଦୟବିଦାରକ ଭିଡିଓ ଶ୍ରୀନଗର,୨୩।୪: ଆତଙ୍କବାଦୀଙ୍କ ହୃଦୟ ନାହିଁ। ସେମାନେ ଯେକୌଣସି ବ୍ୟକ୍ତିଙ୍କ ଜୀବନ ନେଇପାରନ୍ତି। ଏକଥା ବହୁତ ଥର ଶୁଣିଥିବେ, କିନ୍ତୁ କଶ୍ମୀରର ପହଲଗାମରେ ପର୍ଯ୍ୟଟକମାନେ ଏହି ଭଳି ରାକ୍ଷସଙ୍କୁ ସ୍ବଚକ୍ଷୁରେ ଦେଖିଥିଲେ। ନିଜ ପ୍ରିୟଜନଙ୍କୁ ଆଖି ସାମ୍ନାରେ ଛଟପଟ ଦେଖିବା ବେଶ୍...