Tag Archives: terror attack

ଭାରତ-ପାକିସ୍ତାନ ଯୁଦ୍ଧ ହେଲେ କେଉଁ ଦେଶ କାହା ସପକ୍ଷରେ ଯିବ? ଜାଣନ୍ତୁ କ’ଣ କହୁଛି ସମୀକରଣ

ଶ୍ରୀନଗର,୨୪।୪: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଭାରତର ୨୬ ଜଣ ନିର୍ଦ୍ଦୋଷ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରଠାରୁ, ସମଗ୍ର ଦେଶରେ କ୍ରୋଧର ମାହୋଲ ରହିଛି। ଆକ୍ରମଣ ପାଇଁ ଦାୟୀ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି। ଏଥିରେ ଏପରି ଲୋକମାନେ ଅନ୍ତର୍ଭୁକ୍ତ ଯେଉଁମାନେ ଓଭର ଗ୍ରାଉଣ୍ଡ ୱାର୍କର (OGW) କିମ୍ବା...

Pahalgam Terror Attack: ମୋଦି ସରକାରଙ୍କୁ ବଡ଼ ଅପିଲ କଲେ ଖାର୍ଗେ, କହିଲେ ଆମେ ସାଥିରେ ଅଛୁ

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଟୁଇଟରରେ ପୋଷ୍ଟ କରି କହିଛନ୍ତି ଯେ ନିର୍ଦ୍ଦୋଷ ପର୍ଯ୍ୟଟକଙ୍କ ହତ୍ୟା...

Pahalgam Terror Attack: ପାକିସ୍ତାନ ପରେ ଆସିଲା ଚାଇନାର ପ୍ରଥମ ପ୍ରତିକ୍ରିୟା

ଶ୍ରୀନଗର,୨୩।୪: ପାକିସ୍ତାନ ପରେ ଏବେ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଚାଇନାର ପ୍ରତିକ୍ରିୟା ଆସିଛି। ନୂଆଦିଲ୍ଲୀରେ ଚାଇନାର ରାଷ୍ଟ୍ରଦୂତ ଜୁ ଫେଇହୋଙ୍ଗ ଏକ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଏହି ବର୍ବର Terror Attackକୁ ନିନ୍ଦା କରିଛନ୍ତି।...

Pahalgam Terror Attack:‘ପାକିସ୍ତାନର ରିଆକ୍ସନ ହେବ ହାର୍ଡ’, ଆତଙ୍କବାଦୀ ଆକ୍ରମଣକୁ ନେଇ ଏମିତି କହିଲେ PAK ପୂର୍ବତନ ହାଇ କମିଶନର

ଶ୍ରୀନଗର,୨୩।୪: ମଙ୍ଗଳବାର (୨୨ ଏପ୍ରିଲ) କଶ୍ମୀରର ପହଲଗାମରେ ହୋଇଥିବା Terror Attack ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ବିଶ୍ୱର ସମସ୍ତ ଦେଶର ନେତାମାନେ ଏହି ଆକ୍ରମଣ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଏବଂ ଆତଙ୍କବାଦ ବିରୋଧରେ ଏକତ୍ରିତ ହେବା...

Pahalgam Terror Attack: ପାକିସ୍ତାନ ଏୟାର ସ୍ପେସ ଦେଇ ସାଉଦି ଯାଇଥିଲେ ମୋଦି, ଲେଉଟାଣି ବେଳେ କାହିଁକି ଡାଇଭର୍ଟ ହେଲା ରୁଟ୍‌, ଜାଣନ୍ତୁ

ନୂଆଦିଲ୍ଲୀ,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଉଦି ଆରବରୁ ଫେରିବା ସମୟରେ ପାକିସ୍ତାନୀ ଆକାଶ ସୀମା ବ୍ୟବହାର କରି ନଥିଲେ। ପହଲଗାମ Terror Attack ପରେ ପ୍ରଧାନମନ୍ତ୍ରୀ ମୋଦି ବୁଧବାର (୨୩ ଏପ୍ରିଲ, ୨୦୨୫) ସାଉଦି ଆରବରୁ ଫେରିଥିଲେ। ସେ ମଙ୍ଗଳବାର...

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ବିଦେଶୀ ଓ ୨ ସ୍ଥାନୀୟ ଲୋକ ଅଛନ୍ତି। ପହଲଗାମ୍‌ର...

ଆତଙ୍କବାଦ ଆକ୍ରମଣକୁ ନେଇ ଆକ୍ସନ ମୋଡ୍‌ରେ ମୋଦି: ବିମାନରୁ ଓହ୍ଲାଇବା ମାତ୍ରେ ଡୋଭାଲଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୨୩।୪: କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ...

ଭାରତରେ ଆକ୍ରମଣ ପାଇଁ ପାକିସ୍ତାନରେ ଗଠନ ହୋଇଛି ଟେରର୍ କ୍ୟାବିନେଟ୍

ନୂଆଦିଲ୍ଲୀ, ୧୪।୦୮: ଜମ୍ମୁ-କଶ୍ମିରରେ କ୍ରମାଗତ ଭାବେ ବଢୁଥିବା ଆତଙ୍କବାଦୀ ଆକ୍ରମଣ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଯେଉଁଥିରୁ ସୁରକ୍ଷା ବାହିନୀକୁ ଟାର୍ଗେଟ ସଠିକ ଭାବରେ କରାଯାଉଥିବା ଆତଙ୍କବାଦୀ ଆକ୍ରମଣ ପଛର କାରଣ ଜଣା ପଡିଛି। ଭାରତରେ ଯୋଜନାବଧ ଭାବେ ଆକ୍ରମଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri