ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ୨୬ ମୃତକଙ୍କ ମଧ୍ୟରୁ ୨୦ ଜଣଙ୍କ ଟ୍ରାଉଜର ଖୋଲିଥିଲେ ଆତଙ୍କବାଦୀ ଶ୍ରୀନଗର,୨୬ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ୨୬ ଜଣ ମୃତକଙ୍କ ପ୍ରାରମ୍ଭିକ ଯାଞ୍ଚରୁ ଏକ ଚାଞ୍ଚଲ୍ୟକର ବା ଆଶ୍ଚର୍ଯ୍ୟକର ତଥ୍ୟ ସାମ୍ନାକୁ ଆସିଛି, ଅଧିକାରୀମାନେ ଜାଣିବାକୁ ପାଇଛନ୍ତି ଯେ, ପ୍ରାୟ ୨୦ ଜଣ ପୁରୁଷଙ୍କ ଟ୍ରାଉଜର ଖୋଲାଯାଇଥିଲା। ଆତଙ୍କବାଦୀମାନେ ସେମାନଙ୍କୁ ମୃତ୍ୟୁଦଣ୍ଡ...