ରାଜୌରୀରେ ବଡ଼ ଆତଙ୍କବାଦୀ ଆକ୍ରମଣ ପଣ୍ଡ କଲା ସେନା, ଏନକାଉଣ୍ଟର ଜାରି ନୂଆଦିଲ୍ଲୀ,୨୨ା୭: ଜମ୍ମୁ କଶ୍ମୀରର ରାଜୌରୀ ଠାରେ ସୁରକ୍ଷା ବାହିନୀ କ୍ୟାମ୍ପ ଉପରେ ବଡ଼ ଆତଙ୍କବାଦୀ ଆକ୍ରମଣକୁ ପଣ୍ଡ କରି ଦେଇଛି ସେନା। ସେବେଠାରୁ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଉଭୟ ପାର୍ଶ୍ୱରୁ ଲଗାତାର ଗୁଳି ବିନିମୟ...