ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ଗୁଳିମାଡ଼ରେ ୩ CRPF ଯବାନ…
ନୂଆଦିଲ୍ଲୀ, ୧୧।୧୧: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ CRPF ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ବାଇକ୍ରେ ଆସିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ରେ ୩ ଜଣ CRPF ଯବାନ ଆହତ ହୋଇଛନ୍ତି । ଆକ୍ରମଣ ପରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ।…

