୨ ଦିନରେ ୧୭୭ ଆତଙ୍କବାଦୀ ନିହତ ଇସ୍ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…