ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଲେ ଲୁଟେରା ଗ୍ୟାଙ୍ଗ: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍ କେନ୍ଦ୍ରାପଡ଼ା/ଆଳି,୧ା୩(ଜଗନ୍ନାଥ ଧଳ/ବନମାଳୀ ସେନାପତି): ଆଳି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକ ଲୁଟେରା ଗ୍ୟାଙ୍ଗ ସିରିଜ ଲୁଟ୍ କରିବା ସହ ଜଣେ ବ୍ୟବସାୟୀଙ୍କ ଘରେ ଓ ଅଫିସରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ ପଶିବା ଘଟଣା ଆଳି ଅଞ୍ଚଳବାସୀଙ୍କୁ ଆତଙ୍କିତ କରିଦେଇଛି। ଆଳି…