ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଟିଜିଟି ପରି ସମାନ ଦରମା ପାଇବେ ଓଡ଼ିଆ ଶିକ୍ଷକ ଭୁବନେଶ୍ୱର,୨୮ା୧୧: ଓଡ଼ିଆ ଶିକ୍ଷକମାନେ ରାଜ୍ୟରେ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ (ଟିଜିଟି-କଳା) ଙ୍କ ପରି ସମାନ ଦରମା ଏବଂ ଭତ୍ତା ପାଇବେ। ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଆଜି ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି। ୨୦୨୩ ମସିହାରେ ଟିଜିଟି(ଓଡ଼ିଆ)…