ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଏନ୍ଏଚ୍ରେ କଣ୍ଟେନରକୁ ଥାର୍ ଧକ୍କା ଦେବା ଫଳରେ...