ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର ଗ୍ରାମର ଦିନ ମଜୁରିଆ ଭାବେ କାମ କରୁଥିବା ‘ଗୁରୁଚରଣ ଜାମୁଡା’ ନାମକ ଯୁବକଙ୍କ...