ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ ପୁରୀ,୧୬ା୬: ଗଜପତି ମହାରାଜାଙ୍କ ସାନଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଥାଟରାଜାଙ୍କ ବିୟୋଗରେ ପୁରୀରେ ଶୋକର ଛାୟା ଖେଳିଯାଇଛି। ସ୍ୱର୍ଗଦ୍ୱାରଠାରେ...