ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ ଆଡିଲେଡ୍,୨୧ା୧୨: ସ୍ଥାନୀୟ ଆଡିଲେଡ୍ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି ଥିବାବେଳେ ଅଷ୍ଟ୍ରେଲିଆ ୫ ମ୍ୟାଚ ବିଶିଷ୍ଟ ଆଶେସ ସିରିଜରେ ୩-୦ରେ ଅଗ୍ରଣୀ ସହ...