ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ… ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର କରାଯାଇଛି। ଗୁରୁବାର ସକାଳେ ଏହି ଜଙ୍ଗଲ ଭିତରୁ ମାଈ ହାତୀର ନିରନ୍ତର ଚିତ୍କାର…