ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି ପୋଷ୍ଟ ଅଫିସରେ ଗ୍ରାମୀଣ ଡାକ ସେବକ(ଜିଡିଏସ) ଭାବେ କାର୍ଯ୍ୟ କରୁଛନ୍ତି। ଗତ ୨୦୧୪ରେ…